ଡେରାଡୁନ,ମୁଖ୍ୟମନ୍ତ୍ରୀ ଉତ୍ତରକାଶୀ, ସିଲକ୍ୟାରା ଟନେଲରେ ଫସିଥିବା ଶ୍ରମିକଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି । ଟକନପୁର, ଚମ୍ପାବତ ସ୍ଥିତ ବାସଭବନରେ ସେମାନଙ୍କ ପରିବାର ଲୋକଙ୍କୁ ଭେଟି ମନୋବଳ ବୃଦ୍ଧି କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀ ଶ୍ରମିକଙ୍କୁ ବାହାର କରିବା ପାଇଁ କେନ୍ଦ୍ରୀୟ ଏଜେନ୍ସି ଓ ରାଜ୍ୟର ପ୍ରଶାସନ ପକ୍ଷରୁ କରାଯାଉଥିବା ପ୍ରୟାସ ସମ୍ପର୍କରେ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO