ଭୁବନେଶ୍ୱର, ବଙ୍ଗୋପସାଗର ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଡିସେମ୍ବର ୧ ତାରିଖରୁ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବି ମାନଙ୍କୁ ୧ ତାରିଖ ସକାଳ ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଅଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO