ଭୁବନେଶ୍ୱର– ରସୁଲଗଡ଼ ଓଭର ବ୍ରିଜ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରସୁଲଗଡରୁ ବାଣୀବିହାର ଆଡକୁ ଆସୁଥିବା ବେଳେ ସ୍କୁଟିକୁ ପଛରୁ ଧକ୍କା ଦେଇଛି ଟ୍ରକ । ଫଳରେ ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।