ଭୁବନେଶ୍ୱର– ରସୁଲଗଡ଼ ଓଭର ବ୍ରିଜ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରସୁଲଗଡରୁ ବାଣୀବିହାର ଆଡକୁ ଆସୁଥିବା ବେଳେ ସ୍କୁଟିକୁ ପଛରୁ ଧକ୍କା ଦେଇଛି ଟ୍ରକ । ଫଳରେ ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO