
ନିୟମ ଅନୁସାରେ, ପ୍ରଥମେ ପାଟ ବୋଦାକୁ ପୂଜାର୍ଚ୍ଚନ କରି ବଳି ପକାଯାଇଥିଲା । ଏହା ପରେ ଶହ ଶହ ସଂଖ୍ୟାରେ ମାନସିକଧାରୀ ନିଜେ ଆଣିଥିବା ପଶୁପକ୍ଷୀଙ୍କୁ ବଳି ପକାଇଥିଲେ । ଚଳିତ ବର୍ଷ ଏହି ଯାତ୍ରା ତିନି ଦିନ ଧରି ଚାଲିବ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
