ଭୁବନେଶ୍ୱର– ବୌଦ୍ଧରେ ବଡଧରଣର ଆଇଟି ରେଡ୍ ହୋଇଛି । ଆୟକର ଫାଙ୍କି ଅଭିଯୋଗରେ ଏକ ସଂସ୍ଥା ଉପରେ ଆଇଟି ରେଡ୍ କରିଛି । ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥା ଉପରେ ଚଢ଼ାଉ କରାଯାଇଛି । ଖୋର୍ଦ୍ଧା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିର ଓ ରାୟଗଡ଼ାରେ ରେଡ୍ କରିଛି ।