ଭୁବନେଶ୍ୱର– ବୌଦ୍ଧରେ ବଡଧରଣର ଆଇଟି ରେଡ୍ ହୋଇଛି । ଆୟକର ଫାଙ୍କି ଅଭିଯୋଗରେ ଏକ ସଂସ୍ଥା ଉପରେ ଆଇଟି ରେଡ୍ କରିଛି । ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥା ଉପରେ ଚଢ଼ାଉ କରାଯାଇଛି । ଖୋର୍ଦ୍ଧା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିର ଓ ରାୟଗଡ଼ାରେ ରେଡ୍ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO