ଭୁବନେଶ୍ୱର– ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ରେବନ୍ଥ ରେଡ୍ଡୀଙ୍କୁ ଓଡିଶା ରାଜ୍ୟପାଳ ରଘୁବର ଦାସ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ରେବନ୍ଥଙ୍କ ସଫଳ କାର୍ଯ୍ୟକାଳ କାମନା ରହିଛନ୍ତି ରାଜ୍ୟପାଳ ରଘୁବର ଦାସ ।
ଭୁବନେଶ୍ୱର– ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ରେବନ୍ଥ ରେଡ୍ଡୀଙ୍କୁ ଓଡିଶା ରାଜ୍ୟପାଳ ରଘୁବର ଦାସ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ରେବନ୍ଥଙ୍କ ସଫଳ କାର୍ଯ୍ୟକାଳ କାମନା ରହିଛନ୍ତି ରାଜ୍ୟପାଳ ରଘୁବର ଦାସ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO