ଭୁବନେଶ୍ୱର, ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ଉତକ୍ଷେପଣ ପରେ ଡିଆରଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କାଲାମ ଦୀପରୁ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ଉତକ୍ଷେପଣ ହୋଇଥିବାରୁ ଡିଆରଡିଓ ଟିମକୁ ଶୁଭେଚ୍ଛା ଜଣାଉଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO