ଭୁବନେଶ୍ୱର- ରାଜ୍ୟ ବିଜେପି ସଭାପତି ତଥା ସାଂସଦ ଶ୍ରୀ ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାୟକ ଇଂରାଜୀ ନବ ବର୍ଷ ୨୦୨୦ ପାଇଁ ସମଗ୍ର ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଶୁଭେଚ୍ଛା ବାର୍ତା ଜଣାଇଛନ୍ତି ।
ନୂତନ ବର୍ଷ ସମସ୍ତଙ୍କ ପାଇଁ ଶୁଭମୟ, ଶାନ୍ତିମୟ, ମଂଗଳମୟ ଏବଂ ସମୃଦ୍ଧିମୟ ହେବାକୁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଶ୍ରୀ ପଣ୍ଡା ଏବଂ ଶ୍ରୀ ନାୟକ ପ୍ରାର୍ଥନା କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO