
ଭୁବନେଶ୍ୱର – ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଉପ ନିଦେ୍ର୍ଧଶକ ତଥା ଉପ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ବରଦା ପ୍ରସନ୍ନ ଦାସ ବିଭାଗୀୟ ପଦନ୍ନୋତି ପାଇ ଯୁଗ୍ମ ନିଦେ୍ର୍ଧଶକ ପଦରେ ନିଯୁକ୍ତି ହୋଇଛନ୍ତି । ଶ୍ରୀ ଦାସ ତାଙ୍କର ୩୫ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଟିଟିଲାଗଡ, ନୟାଗଡ. ବାଙ୍କୀ. କଟକ, ଭୁବନେଶ୍ୱର,ଖୋର୍ଦ୍ଧା, ଅନୁଗୋଳ, ଦେବଗଡ ଆଦି ସ୍ଥାନରେ ଲୋକ ସଂପର୍କ ଅଧିକାରୀ ଓ ବିଭିନ୍ନ ମନ୍ତ୍ରୀଙ୍କ ସୂଚନା ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ ସଂପାଦନ କରିଥିଲେ । ସେ ଜଣେ ସୁଲେଖକ, ସୁବକ୍ତା, ସଂଗଠକ ଓ ସାହିତି୍ୟକ ଭାବେ ସୁପରିଚିତ ।
………..