ନୂଆଦିଲ୍ଲୀ, ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭାର ଅଧ୍ୟକ୍ଷ ଓମ୍ ବିର୍ଲାଙ୍କ ନେତୃତ୍ୱରେ ବୁଧବାର ସଂସଦ ଉପରେ 2001, ଡିସେମ୍ବର 13ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପ୍ରାଣବଳୀ ଦେଇଥିବା ସୁରକ୍ଷାକର୍ମୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବଳିଦାନ ଦେଇଥିବା ସୁରକ୍ଷାକର୍ମୀଙ୍କ ପରିବାରବର୍ଗ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO