ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶେଖ ନୱଫ୍ ଅଲ୍-ଅହମଦ୍ ଅଲ୍-ଜାବେର ଅଲ୍-ସବାହଙ୍କ ପରଲୋକରେ ରାଜପରିବାର, ନେତୃବୃନ୍ଦ ଏବଂ କୁଏତର ଲୋକଙ୍କୁ ସମବେଦନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଶେଖ ନୱଫ୍ ଅଲ୍-ଅହମଦ୍ ଅଲ୍-ଜାବେର ଅଲ୍-ସବାହଙ୍କ ପରଲୋକ ଖବର ଶୁଣି ଅତ୍ୟନ୍ତ ଦୁଃଖିତ । ରାଜ ପରିବାର, ନେତୃତ୍ୱ ଏବଂ କୁଏତର ଲୋକଙ୍କୁ ଗଭୀର ସମବେଦନା ।’
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO