ଭୁବନେଶ୍ୱର– କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଡାକରା ଦେଇଛି କୁଚିଣ୍ଡା ଜିଲ୍ଲା ଦାବି କ୍ରିୟାନୁଷ୍ଠାନ କମିଟି। ସକାଳ ୬ ରୁ ସଂଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ଜରୁରୀ ସେବାକୁ ବାଦ ଦେଇ ସମସ୍ତେ ଦେକାନ ବଜାର, ଗାଡ଼ିଚଳାଚଳ ବନ୍ଦ ରହିଛି । ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO