ମାଜୁଲି, ଆରଏସଏସର ସରସଂଘଚାଳକ ଡକ୍ଟର ମୋହନ ଭାଗବତଙ୍କ ଦୁଇ ଦିନିଆ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ଯୋଗ ଦେବା ପଇଁ ସେ ଗତ ରାତିରେ ବିଶ୍ୱର ସବୁଠୁ ବଡ ନଦୀ ଦୀପ ମାଜୁଲିରେ ପହଞ୍ଚିଛନ୍ତି । 28 ଓ 29 ଡିସେମ୍ବର ଦୁଇଦିନ ଏଠାରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO