
ଭୁବନେଶ୍ୱର – ବିଭାଗୀୟ ସ୍ଥାୟୀ କମିଟି-୫ଙ୍କର ଦ୍ୱାଦଶ ବୈଠକ ଶୁକ୍ରବାର ବିଧାନସଭା କମିଟି ପ୍ରକୋÂ ନଂ୫୪ରେ ଅନୁÂିତ ହୋଇଯାଇଛି ।
ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁÂିତ ଏହି ବୈଠକରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ ଏବଂ ବାଲେଶ୍ୱର, ମୟୂରଭଞ୍ଜ ଓ କେଉଁଝର ଜିଲ୍ଲାର ଜିଲ୍ଲା ସଦର ମହକୁମା ଡାକ୍ତରଖାନାର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂର୍ପକରେ ସମୀକ୍ଷା କରାଯାଇଥିଲା ।
ଏହି ବୈଠକରେ ସଂପୃକ୍ତ କମିଟିର ସଦସ୍ୟସଦସ୍ୟାଙ୍କ ସମେତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ପୂର୍ତ ବିଭାଗର ବରିÂ ପଦାଧିକାରୀ ଓ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO