ଭୁବନେଶ୍ୱର– ୨୦୧୦ ବ୍ୟାଚ୍ ର ୬ ଆଇପିଏସ୍ ଅଧିକାରୀଙ୍କୁ ଡିଆଇଜି ରାଙ୍କରେ ପଦୋନ୍ନତି ମିଳିଛି । ସେମାନେ ହେଲେ ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ , ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି । ଆଶିଷ, ପାରୁଲ ଓ ସୁବ୍ରମଣି ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି । ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO