ଭୁବନେଶ୍ୱର – ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରୀ ବେହେରାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ନିଜ ଟ୍ୱିଟର ଆକାଉଂଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ ଦୈତାରୀ ବେହେରାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ବିଧାୟକ ଭାବେ ସ୍ଥାନୀୟ ଅଂଚଳର ବିକାଶ ପାଇଁ ସେ କରିଥିବା ଉଦ୍ୟମ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ।
Related Stories
November 25, 2024