ଭୁବନେଶ୍ୱର– ବଦଳିଲେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ। ମନୋରମା ମହାନ୍ତି ହେଲେ ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ । ଅହମଦାବାଦ ପାଣିପାଗ ବିଭାଗର ନିର୍ଦେଶକ ଅଛନ୍ତି ମନୋରମା ମହାନ୍ତି । ଏଚଆର୍ ବିଶ୍ୱାସଙ୍କୁ କୋଲକତା ଆଞ୍ଚଳିକ ପାଣିପାଗ କେନ୍ଦ୍ରକୁ ବଦଳି କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO