ଭୁବନେଶ୍ୱର– ଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ ଘଟଣା । ଦିଲ୍ଲୀ ପୋଲିସ ଦୁଇ ସଦିଗ୍ଧ ବ୍ୟକ୍ତିଙ୍କ ବିରୋଧରେ ଏଫଆଇଆର ପଞ୍ଜୀକୃତ କରିଛି। ଡିସେମ୍ବର 26ରେ ଇସ୍ରାଏଲ ଦୂତାବାସ ସାମ୍ନାରେ ଏହି ବିସ୍ଫୋରଣ ହୋଇଥିଲା। ସିସିଟିଭି ଫୁଟେଜରେ 2 ସନ୍ଦିଗ୍ଧଙ୍କ ଗତିବିଧି ସାମ୍ନାକୁ ଆସିଥିଲା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO