ଭୁବନେଶ୍ୱର-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମଳାସପଦର ଓ ପୁରୁଣାପାଣି ଗ୍ରାମରେ ହାତୀ ଉପଦ୍ରଵ । ରାତିରେ ୧୮ ଟିକିଆ ହାତୀ ପଲ ଗାଁ ଭିତରେ ପ୍ରବେଶ କରିଛନ୍ତି । ଏକର ଏକର ମଜିରେ ପାଚିଲା ଧାନ ଫସଲକୁ ଦଳିଚକଟି ନଷ୍ଟ କରିଛନ୍ତି ହାତୀ । ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO