ଲକ୍ଷ୍ନୌ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଲକ୍ଷ୍ନୌର ଟ୍ରାନ୍ସପୋର୍ଟ ନଗର ସ୍ଥିତ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କୀ ବାତ୍ ଶୁଣିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କ ସହ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ରାଜ୍ୟ ବିଜେପି ସଭାପତି ଭୂପେନ୍ଦ୍ର ସିଂହ ଚୌଧୁରୀ, ପ୍ରଦେଶ ମହାମନ୍ତ୍ରୀ ସଙ୍ଗଠନ ଧର୍ମପାଳ ସିଂହ, ପାର୍ଟିର ଅନ୍ୟ ପ୍ରଦେଶ ପଦାଧିକାରୀ, ବିଧାୟକ ଓ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।