ଭୁବନେଶ୍ୱର– ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବରେଣ୍ୟ ବ୍ୟକ୍ତିତ୍ୱ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣକରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡ଼ିଆ ଭାଷା, ସାହିତ୍ୟକୁ ବ୍ୟାପକ କରିବାସହ ରାଜ୍ୟ ପ୍ରଗତିରେ ତାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି ।
Related Stories
November 22, 2024