ଚେନ୍ନାଇ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାମିଲନାଡୁର ତିରୁଚିରାପଲ୍ଲୀରେ ପହଞ୍ଚିଛନ୍ତି । ,ଠାରେ ରାଜ୍ୟପାଳ ଆରଏନ ରବି ଓ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ତାଙ୍କର ସ୍ୱାଗତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 2ଦିନିଆ ଦକ୍ଷିଣ ରାଜ୍ୟ ଗସ୍ତରେ ଅଛନ୍ତି । ପିଏମ ଦୁଇ ଓ ତିନି ଜାନୁୟାରୀ ଦୁଇଦିନ ତାମିଲନାଡୁ, ଲାକ୍ଷାଦୀପ ଓ କେରଳ ଗସ୍ତ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO