ଭୁବନେଶ୍ୱର,ସରୋଜିନୀ ନାଇଡୁଙ୍କ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର କୋକିଳ ସରୋଜିନୀ ନାଇଡୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି । ସେ ଜଣେ ପ୍ରଖ୍ୟାତ କବି, ମହିଳା ଅଧିକାରର ସମର୍ଥକ ଥିଲେ ଏବଂ ସ୍ୱାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ରାଷ୍ଟ୍ର ନିର୍ମାଣରେ ତାଙ୍କର ଅବଦାନ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO