ଭୁବନେଶ୍ୱର/ ଏରସମା,ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମପଞ୍ଚାୟତର କଳାବେଦୀ ନିକଟରେ ସମୁଦ୍ର କୂଳରୁ ଅଚିହ୍ନା ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି ସମୁଦ୍ରରେ ଭାସି ଆସି ଏଠାରେ ଲାଗିଥିବା ଅନୁମାନ କରାଯାଉଛି । ଏରସମା ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO