ଭୁବନେଶ୍ୱର,ମୋକିମଙ୍କ ମାମଲାରେ ହାଇକୋର୍ଟଙ୍କ ରାୟ କଂଗ୍ରେସ ପାଇଁ ଝଟକା ନୁହେଁ । ବିଧାୟକ ମହମଦ ମୋକିମ ଙ୍କ ବିଧାୟକ ପଦ ଅସିଦ୍ଧ ନେଇ ହାଇକୋର୍ଟ ରାୟ ପରେ ପିସିସି ସଭାପତି ଶରତ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟାରେ ଏହା କହିଛନ୍ତି ।
ସେ କହିଛନ୍ତି ଯେ, ହାଇକୋର୍ଟ ପରେ ଉପର କୋର୍ଟ କୁ ଯିବାକୁ ସମୟ ଅଛି । ମୋକିମ ଙ୍କ ସହ ଆଲୋଚନା ପରେ ପରବର୍ତୀ ପଦକ୍ଷେପ ନେବୁ ବୋଲି ସେ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO