ନୂଆଦିଲ୍ଲୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ ମାର୍ଚ୍ଚ 7ରେ ଚଣ୍ଡିଗଡ ଗସ୍ତ କରିବେ । ଉପରାଷ୍ଟ୍ରପତି ସଚିବାଳୟ ପକ୍ଷରୁ ମଙ୍ଗଳବାର କୁହାଯାଇଛି ଯେ, ନିଜର ଦିନିକିଆ ଯାତ୍ରା ସମୟରେ ଧନଖଡ ପଂଜାବ ୟୁନିଭର୍ସିଟିର 71ତମ ବାର୍ଷିକ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO