ଭୁବନେଶ୍ୱର/ନୂଆପଡା, ଏନଏସି ମାନ୍ୟତା ଦାବିରେ ଆଠ ଘଣ୍ଟିଆ କୋମନା ବନ୍ଦ ପାଳନ କରାଯାଇଛି । ଏନଏସି ମାନ୍ୟତା ଦାବିରେ ବନ୍ଦ ଡାକରା ଦେଇଛି କୋମନା ଏନଏସି କାର୍ଯ୍ୟାନୁଷ୍ଠାନ କମିଟି । ବନ୍ଦ ଡାକରା ଯୋଗୁ ସମସ୍ତ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ସହ ଚକ ଅଖ ,ଦୋକାନ ବଜାର ବନ୍ଦ ରହିଛି । ଏହି ବନ୍ଦକୁ କୋମନାର ବିଭିନ୍ନ ସଙ୍ଗଠନ ସମର୍ଥନ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO