ଭୁବନେଶ୍ୱର/ଜଳେଶ୍ବର, ଜଳେଶ୍ବର ପାୱାର ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ସର୍ଟ ସର୍କିଟ ଯୋଗୁଁ ଟ୍ରାନ୍ସଫର୍ମରରେ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଲିଭାଇବା ପାଇଁ ଚେଷ୍ଟା ଜାରି ରହିଛି। ଜଳେଶ୍ବର ସହର ସମେତ ଅନେକ ଗାଁ ରେ ବିଦ୍ୟୁତ ସେବା ଠପ୍ ହୋଇପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO