ଭୁବନେଶ୍ୱର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ । ବିଜେଡି- ବିଜେପି ମେଂଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କ ଦିଲ୍ଲୀ ବାସଭବନରେ ରାଜ୍ୟପାଳ ରଘୁବର ଦାସ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏନେଇ ସୋସିଆଲ ସାଇଟ୍ ଏକ୍ସରେ ସୂଚନା ଦେଇଛନ୍ତି ରାଜ୍ୟପାଳ ।