ଭୁବନେଶ୍ୱର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ । ବିଜେଡି- ବିଜେପି ମେଂଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କ ଦିଲ୍ଲୀ ବାସଭବନରେ ରାଜ୍ୟପାଳ ରଘୁବର ଦାସ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏନେଇ ସୋସିଆଲ ସାଇଟ୍ ଏକ୍ସରେ ସୂଚନା ଦେଇଛନ୍ତି ରାଜ୍ୟପାଳ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO