ଭୁବନେଶ୍ୱର, କଟକ ରୁ ୨୫୬ ଗ୍ରାମ ବ୍ରାଉନସୁଗାର ଜବତ କରାଯିବା ସହ 2 ଜଣ ବେପାରୀ ଗିରଫ ହୋଇଥିବା ସୂଚନା ମିଳିଛି । ଚାଉଳିଆଗଞ୍ଜ ଅଞ୍ଚଳରୁ ଏହି ବ୍ରାଉନସୁଗାର ଜବତ କରାଯାଇଛି ।
ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ଟଙ୍କା ହୋଇଥିବା ବେଳେ ଗିରଫ ୨ ଅଭିଯୁକ୍ତ ପଶ୍ଟିମବଙ୍ଗ ମୁର୍ସିଦାବାଦ ଅଞ୍ଚଳର ସୂଚନା ରହିଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO