କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ, ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି।
Related Stories
November 22, 2024