ଭୁବନେଶ୍ୱର-ପୂର୍ବତନ ସାଂସଦ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ । ଦୁର୍ଘଟଣାରେ ଗୁରୁତର ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପ୍ରସନ୍ନ ଙ୍କୁ ଭେଟି ରାଜ୍ୟପାଳ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO