ଭୁବନେଶ୍ୱର, ଆଗାମୀ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଟିର ବୈଠକ ଆଜି ବସିବ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମେତ କମିଟିର ଅନ୍ୟ ସଦସ୍ୟ ମାନେ ଏହି ବୈଠକରେ ସାମିଲ ହେବେ ।