ନୂଆଦିଲ୍ଲୀ, ଲୋକସଭା ଓ ଓଡିଶା ବିଧାନସଭା ସମେତ ଚାରୋଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହେବ । ଅପରାହ୍ନ ୩ଟାରେ ମୁଖ୍ୟ ନିର୍ବାଚନ କମିଶନର ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ସମ୍ପର୍କରେ ସୂଚନା ଦେବେ ।
ନୂଆଦିଲ୍ଲୀ, ଲୋକସଭା ଓ ଓଡିଶା ବିଧାନସଭା ସମେତ ଚାରୋଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହେବ । ଅପରାହ୍ନ ୩ଟାରେ ମୁଖ୍ୟ ନିର୍ବାଚନ କମିଶନର ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ସମ୍ପର୍କରେ ସୂଚନା ଦେବେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO