ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୁଶ୍ରୀ ବାନାର୍ଜୀ ଆହତ ହୋଇ ଏବେ ଚିକିତ୍ସିତ ହେଉଛନ୍ତି ।
ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରିଥିବା ଏକ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି :
‘ମୁଁ ମମତା ଦିଦିଙ୍କ ଆଶୁ ଆରୋଗ୍ୟ ଏବଂ ତାଙ୍କ ସୁସ୍ଥ୍ତା କାମନା କରୁଛି ।’
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO