ଭୁବନେଶ୍ୱର– ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପୁଣି ଥରେ ଦିଲ୍ଲୀ ଯାଇଛନ୍ତି । ସେ ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ନେଇ ଦିଲ୍ଲୀ ଯାଇଥିବା ଦଳୀୟ ସୂତ୍ରରୁ ସୂଚନା ମିଳିଛି । । କେନ୍ଦ୍ରୀୟ ସଂସଦୀୟ ବୋର୍ଡ ପ୍ରାର୍ଥୀ ତାଲିକା ଉପରେ ଚୂଡ଼ାନ୍ତ ମୋହର ମାରିବ । ଓଡ଼ିଶା ପାଇଁ ବିଜେପିର ପ୍ରାର୍ଥୀ ତାଲିକା ଖୁବଶୀଘ୍ର ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି ।
Related Stories
November 22, 2024