ଭୁବନେଶ୍ଵର– ଆଗାମୀ ୩ ଘଂଟା ମଧ୍ୟରେ କୋହଲା ପବନ ସାଙ୍ଗକୁ ଘଡ଼ଘଡ଼ି ବିଜୁଳି ଓ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରାଜ୍ୟର କେତେକ ଜିଲ୍ଲାରେ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏନେଇ ଜନସାଧାରଣଙ୍କୁ ସତର୍କ କରାଯାଇଛି । ଏବଂ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 21, 2024
November 21, 2024