ନୂଆଦିଲ୍ଲୀ, ଆମେରିକାର ପୂର୍ବତନ ଭାରତୀୟ ରାଷ୍ଟ୍ରଦୂତ ତରଣଜିତ ସିଂ ସାନ୍ଧୁ ମଙ୍ଗଳବାର ଦିନ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ବିଜେପି ମୁଖ୍ୟାଳୟରେ ଦଳର ସଦସ୍ୟତା ଗ୍ରହଣ କରିଥିଲେ। ଏହି ଅବସରରେ ପାର୍ଟିର ସାଧାରଣ ସଚିବ ତରୁଣ ଚୁଘ ଏବଂ ବିନୋଦ ତାୱେଡେ ଉପସ୍ଥିତ ଥିଲେ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO