ଭୁବନେଶ୍ୱର, ଲାଂଚ ନେବା ବେଳେ ଧରାପଡିଲେ ଜେଇ । ଏକ ବିକାଶମୂଳକ କାର୍ଯ୍ୟର ବିଲ୍ ପାସ୍ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଜେଇ ସଂଗୀତା ମହାପାତ୍ର ଅଭିଯୋଗକାରୀଙ୍କ ଠାରୁ 50ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସଙ୍ଗୀତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଂଚ ଟଙ୍କା ଉଦ୍ଧାର ଓ ଜବତ କରାଯାଇଛି । ଆୟ ବହିର୍ଭୁତ ସଂପତ୍ତି ଠୁଳ କରିବା ଅଭିଯୋଗରେ ସଂଗୀତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ଚଢାଉ କରିଛି ।
Related Stories
November 24, 2024
November 24, 2024