ଭୁବନେଶ୍ୱର, ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ସେ ଶଂଖ ଭବନରେ ପହଂଚି ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ।
ଗତକାଲି ଅଧିରାଜ ପାଣିଗ୍ରାହୀ କଂଗ୍ରେସର ସମସ୍ତ ଦାୟିତ୍ୱ ଓ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ । ଏ ନେଇ ସେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କୁ ପତ୍ର ଲେଖିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO