ଭୁବନେଶ୍ୱର, ନବୀନ ନିବାସରେ ବିଜୁ ଜନତା ଦଳ ପକ୍ଷରୁ କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ସମୀକ୍ଷା କରାଯାଉଛି ।ନିର୍ବାଚନୀ ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ ଚାଲିଛି ।
ବିଜେଡି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏହି ସମୀକ୍ଷା ବୈଠକରେ ଅତନୁ ସବ୍ୟସାଚୀ ନାୟକ, ଜଗନ୍ନାଥ ସାରକା, ପିତମ ପାଢ଼ୀ ଉପସ୍ଥିତ ରହିଛନ୍ତି । ସେହିପରି ଭାସ୍କର ରାଓ, ଦିବ୍ୟଶଙ୍କର ମିଶ୍ର ଓ ରବି ନନ୍ଦ ମଧ୍ୟ ଉପସ୍ଥିତ ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO