ଭୁବନେଶ୍ୱର, ଜଳେଶ୍ୱର ଠାରେ ଏକ ନକଲି ଆରଟିଓ ଅଫିସ ଠାବ କରାଯାଇଥିବା ବେଳେ ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି ।
ମିଳିଥିବା ସୂଚନା ଅନୁସାରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ନକଲି ଅଫିସ ଖୋଲା ଯାଇଥିଲା । ଅଭିଯୁକ୍ତ ମାନେ ଟୋଲଗେଟରେ ଗାଡ଼ି ଅଟକିବା ବେଳେ ଚାଲାଣ କାଟୁଥିବା ଅଭିଯୋଗ ରହିଛି । ପୋଲିସ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ନକଲି କାଗଜପତ୍ର ସହ ନକଲି ଷ୍ଟାମ୍ପ, ପ୍ରିଂଟର ଜବତ କରିଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO