
ଭୁବନେଶ୍ୱର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଜଗନ୍ନାଥ ମହାପ୍ରଭୁଙ୍କ ଠାରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ କାମନା କରୁଛି ।