ଭୁବନେଶ୍ୱର/ନୀଳଗିରି, ବାଘମରାରେ ବେଆଇନ ପଥର ବ୍ଲାଷ୍ଟିଂ। ଯାହାକୁ ନେଇ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। ଅନ୍ୟପଟେ ଏହାକୁ ନେଇ ନୀଳଗିରି ପ୍ରଶାସନ ଓ ରାଜସ୍ବ ବିଭାଗ ନିରବ। ଚୁପ ବସିଛି ମାଇନିଂ ବିଭାଗ ।ଶେଷରେ ଅତିଷ୍ଠ ହୋଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO