ଭୁବନେଶ୍ୱର- ୧ ଲକ୍ଷ ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିବା ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଆଇଏଏସ ବିଜୟକେତନ ଉପାଧ୍ୟାୟଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ତାଙ୍କ ଜାମିନ୍ ଆବେଦନ ଉପରେ ଶୁଣାଣୀ ଶେଷ ହୋଇଛି । ଏହି ରାୟକୁ ସଂରକ୍ଷିତ ରଖାଯାଇଛି ।
Related Stories
December 26, 2024