ଭୁବନେଶ୍ୱର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମହିମା ସାଧୁସନ୍ଥଙ୍କ ଆଶୀର୍ବାଦ ନେଇଛନ୍ତି । ଏନେଇ ସେ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସମ୍ବଲପୁର ସଂସଦୀୟ କ୍ଷେତ୍ରର ଛେଣ୍ଡିପଦା ନିର୍ବାଚନମଣ୍ଡଳୀରେ ମହିମା ଧର୍ମର ପୂଜ୍ୟ ସାଧୁ ସନ୍ଥ, ଗୁରୁଜନ ଓ ମାତୃଶକ୍ତିଙ୍କ ଆଶୀର୍ବାଦ ଲାଭ କଲି । ଏ ଆଶୀର୍ବାଦ ପାଇଁ ସମସ୍ତ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO