![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅମର ଶହୀଦ ରଘୁନାଥ ମହାନ୍ତି ଓ ଦିବାକର ପରିଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାରେ ଗଡଜାତ ଆନ୍ଦୋଳନର ଅଗ୍ରଣୀ ଯୋଦ୍ଧା ଅମର ଶହୀଦ ରଘୁନାଥ ମହାନ୍ତି ଓ ଦିବାକର ପରିଡାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।